ଯିଶାଇୟ 45:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କି ପରାସ୍ତ କରିବା ନିମନ୍ତେ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା ; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗର-ଦ୍ଵାରସବୁ ବନ୍ଦ ନୋହିବ; Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ; Gade chapit laପବିତ୍ର ବାଇବଲ1 ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ୟକ୍ତିର ଅର୍ଥାତ୍ କୋରସ୍ ବିଷୟରେ ଏହିକଥା କୁହନ୍ତି, “ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାର ସବୁ ବନ୍ଦ ରହିବ ନାହିଁ। Gade chapit la |