Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର !

Gade chapit la Kopi

ଓଡିଆ ବାଇବେଲ

10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ ? ସେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

10 ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ’ଣ ପିତାକୁ ପ୍ରଶ୍ନ କରୁଛନ୍ତି। ‘ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦେଇଛ?’ ସେମାନେ ମଧ୍ୟ ତାଙ୍କର ମାକୁ ‘କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”’

Gade chapit la Kopi




ଯିଶାଇୟ 45:10
5 Referans Kwoze  

“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’


ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।


Swiv nou:

Piblisite


Piblisite