ଯିଶାଇୟ 45:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ଵରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟନାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। Gade chapit laଓଡିଆ ବାଇବେଲ11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। Gade chapit laପବିତ୍ର ବାଇବଲ11 ସଦାପ୍ରଭୁ ଯେ ଇସ୍ରାଏଲର ଧର୍ମସ୍ୱରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି, “ହେ ମୋର ସନ୍ତାନଗଣ, ତୁମ୍ଭେମାନେ ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଗ୍ଭର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣ ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। Gade chapit la |