ଯିଶାଇୟ 45:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ଵେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସରଳ କଥା ପ୍ରକାଶ କରୁ। Gade chapit laଓଡିଆ ବାଇବେଲ19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ। Gade chapit laପବିତ୍ର ବାଇବଲ19 ଆମ୍ଭେ ଗୋପନରେ କହି ନାହୁଁ କିମ୍ବା ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ; ତୁମ୍ଭେ ମୋତେ ନଗଣ୍ୟ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ୟ କହେ, ମୁଁ ନ୍ୟାୟ କହେ ଏବଂ ସରଳ କଥା କହେ।” Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।