ଯିଶାଇୟ 45:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ଵର, ଆମ୍ଭ ଛଡ଼ା ଦ୍ଵିତୀୟ ନାହିଁ। Gade chapit laଓଡିଆ ବାଇବେଲ22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ। Gade chapit laପବିତ୍ର ବାଇବଲ22 ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।