ଯିଶାଇୟ 46:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’ Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା; Gade chapit laଓଡିଆ ବାଇବେଲ10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” Gade chapit laପବିତ୍ର ବାଇବଲ10 “ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ। Gade chapit la |