ଯିଶାଇୟ 46:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା। Gade chapit laଓଡିଆ ବାଇବେଲ13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ13 ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।” Gade chapit la |