ଯିଶାଇୟ 46:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। Gade chapit laଓଡିଆ ବାଇବେଲ2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। Gade chapit laପବିତ୍ର ବାଇବଲ2 ସେମାନେ ଅବନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି। ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହୋଇଗଲେ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।