Biblia Todo Logo
Bib sou entènèt

- Piblisite -




ଯିଶାଇୟ 46:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ୟ ପର୍ଯ୍ୟନ୍ତ ତୁମ୍ଭକୁ ବହନ କରିବୁ। ପକ୍ୱକେଶ ହେବା ପର୍ଯ୍ୟନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଅଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।

Gade chapit la Kopi




ଯିଶାଇୟ 46:4
17 Referans Kwoze  

ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”


କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।


“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


“କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”


ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”


ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା]


ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।


Swiv nou:

Piblisite


Piblisite