ଯିଶାଇୟ 46:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା? Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା? Gade chapit laଓଡିଆ ବାଇବେଲ5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ? Gade chapit laପବିତ୍ର ବାଇବଲ5 “ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷୟରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କେହି ନାହିଁ। Gade chapit la |