ଯିଶାଇୟ 46:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit laଓଡିଆ ବାଇବେଲ9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit laପବିତ୍ର ବାଇବଲ9 ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”