ଯିଶାଇୟ 47:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ। Gade chapit laଓଡିଆ ବାଇବେଲ13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ। Gade chapit laପବିତ୍ର ବାଇବଲ13 ତୁମ୍ଭର ତ ବହୁ ଉପଦେଷ୍ଟା ଅଛନ୍ତି। ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ। ଏବେ ସେହି ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶିମାନେ, ମାସିକ ଶୁଭାଶୁଭ ଗଣନାକାରୀମାନେ ଛିଡ଼ା ହୁଅନ୍ତୁ ଓ ତୁମ୍ଭ ପ୍ରତି ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ। Gade chapit la |