Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଯେଉଁ ବିଷୟ ପ୍ରତି ତୁମ୍ଭେ ପରିଶ୍ରମ କରିଅଛ, ସେ ସବୁ ତୁମ୍ଭ ପ୍ରତି ଏହିପରି ଘଟିବ। ଯେଉଁମାନେ ଯୌବନରୁ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନେ ପ୍ରତ୍ୟେକ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।”

Gade chapit la Kopi




ଯିଶାଇୟ 47:15
8 Referans Kwoze  

ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


Swiv nou:

Piblisite


Piblisite