ଯିଶାଇୟ 47:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ। Gade chapit laଓଡିଆ ବାଇବେଲ2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ। Gade chapit laପବିତ୍ର ବାଇବଲ2 ପେଷଣା ପଥରରେ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ ଛୋଟ ନଦୀରେ ଗ୍ଭଲିକରି ଯାଅ। Gade chapit la |