ଯିଶାଇୟ 47:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ । Gade chapit laଓଡିଆ ବାଇବେଲ6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ। Gade chapit laପବିତ୍ର ବାଇବଲ6 “ଆମ୍ଭେ ନିଜ ଲୋକମାନଙ୍କ ଉପରେ କ୍ରୋଧିତ ହେଲୁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପର କଲୁ। ତୁମ୍ଭେ ସେମାନଙ୍କ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପରେ ଯୁଆଳି ବଡ଼ ଭାରି କରି ଥୋଇଲ। Gade chapit la |
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।