ଯିଶାଇୟ 48:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି। Gade chapit laଓଡିଆ ବାଇବେଲ13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି। Gade chapit laପବିତ୍ର ବାଇବଲ13 ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି। Gade chapit la |