Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁନ୍ତ ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ୟରୁ ଆମ୍ଭେ ଗୋପନରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସେଠାରେ ଅଛୁ।” ପୁଣି “ଏବେ ମୋର ପ୍ରଭୁ ସଦାପ୍ରଭୁ ମୋତେ ଓ ତାଙ୍କର ଆତ୍ମାକୁ ପ୍ରେରଣ କରିଛନ୍ତି।

Gade chapit la Kopi




ଯିଶାଇୟ 48:16
13 Referans Kwoze  

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।


ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।


Swiv nou:

Piblisite


Piblisite