ଯିଶାଇୟ 49:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ। Gade chapit laଓଡିଆ ବାଇବେଲ15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ। Gade chapit laପବିତ୍ର ବାଇବଲ15 “ଜଣେ ସ୍ତ୍ରୀଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ? ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ? ଏମାନେ ତାହା କରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ। Gade chapit la |