ଯିଶାଇୟ 49:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’ Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି। Gade chapit laଓଡିଆ ବାଇବେଲ20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି। Gade chapit laପବିତ୍ର ବାଇବଲ20 କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ‘ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’ Gade chapit la |