ଯିଶାଇୟ 49:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକି ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ନୋହିବେ , ଏହା ତୁମ୍ଭେ ଜାଣିବ। Gade chapit laଓଡିଆ ବାଇବେଲ23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ। Gade chapit laପବିତ୍ର ବାଇବଲ23 ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।” Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”