ଯିଶାଇୟ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି । Gade chapit laଓଡିଆ ବାଇବେଲ25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Gade chapit laପବିତ୍ର ବାଇବଲ25 ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’