ଯିଶାଇୟ 50:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ପତ୍ର ଦ୍ଵାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ। Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”