ଯିଶାଇୟ 50:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅଗ୍ନି ଜ୍ଵଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ଵଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit laଓଡିଆ ବାଇବେଲ11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit laପବିତ୍ର ବାଇବଲ11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।” Gade chapit la |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।