ଯିଶାଇୟ 51:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା? Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛିନ୍ତ ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍ଗ; ଆମ୍ଭେ କିରୂପେ ତୁମ୍ଭକୁ ସାନ୍ତ୍ଵନା କରିବା? Gade chapit laଓଡିଆ ବାଇବେଲ19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା ? Gade chapit laପବିତ୍ର ବାଇବଲ19 ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ଖଡ଼୍ଗ। ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ? Gade chapit la |