ଯିଶାଇୟ 51:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ତରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ଵରଙ୍କ ଧମକରେ ପରିପୂର୍ଣ୍ଣ। Gade chapit laଓଡିଆ ବାଇବେଲ20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ। Gade chapit laପବିତ୍ର ବାଇବଲ20 ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହୋଇଅଛନ୍ତି। ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶରେ ଆବଦ୍ଧ ହୁଏ। ସେମାନେ ସଦାପ୍ରଭୁଙ୍କ କୋପରେ ଓ ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।