ଯିଶାଇୟ 51:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit laଓଡିଆ ବାଇବେଲ22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit laପବିତ୍ର ବାଇବଲ22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।