Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବନ୍ତ ମାତ୍ର ଆମ୍ଭର ଧର୍ମ ଅନ; କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ପୁରୁଷ-ପରମ୍ପରାରେ ରହିବ।

Gade chapit la Kopi

ଓଡିଆ ବାଇବେଲ

8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”

Gade chapit la Kopi

ପବିତ୍ର ବାଇବଲ

8 କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”

Gade chapit la Kopi




ଯିଶାଇୟ 51:8
12 Referans Kwoze  

ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।


ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।


ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।


ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।


ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।


ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


Swiv nou:

Piblisite


Piblisite