ଯିଶାଇୟ 52:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ଵକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ଦିନଯାକ ନିରନ୍ତର ନିନ୍ଦିତ ହେଉଅଛି। Gade chapit laଓଡିଆ ବାଇବେଲ5 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ ?” ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି। Gade chapit laପବିତ୍ର ବାଇବଲ5 ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।” Gade chapit la |