ଯିଶାଇୟ 52:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେଦିନ ଜାଣିବେ; ଦେଖ, ସେ ଆମ୍ଭେ। Gade chapit laଓଡିଆ ବାଇବେଲ6 “ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।” Gade chapit laପବିତ୍ର ବାଇବଲ6 ତେଣୁ ସଦାପ୍ରଭୁ କୁହନ୍ତି, “ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସେହି ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ। ହଁ ଦେଖ, ଆମ୍ଭେ ସେହି।” Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”