ଯିଶାଇୟ 53:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit laଓଡିଆ ବାଇବେଲ11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit laପବିତ୍ର ବାଇବଲ11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ। Gade chapit la |