ଯିଶାଇୟ 53:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ। Gade chapit laଓଡିଆ ବାଇବେଲ2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ। Gade chapit laପବିତ୍ର ବାଇବଲ2 କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ। Gade chapit la |