ଯିଶାଇୟ 53:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି। Gade chapit laଓଡିଆ ବାଇବେଲ6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି। Gade chapit laପବିତ୍ର ବାଇବଲ6 ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;