Biblia Todo Logo
Bib sou entènèt

- Piblisite -




ଯିଶାଇୟ 53:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ସେ ମୃତ୍ୟୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ୟା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ୟ କରାଗଲା।

Gade chapit la Kopi




ଯିଶାଇୟ 53:9
11 Referans Kwoze  

“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;


Swiv nou:

Piblisite


Piblisite