ଯିଶାଇୟ 54:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାହେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶ-କରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ। Gade chapit laଓଡିଆ ବାଇବେଲ16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ। Gade chapit laପବିତ୍ର ବାଇବଲ16 “ଦେଖ, ଯେଉଁ କମାର କୋଇଲାରେ ଅଗ୍ନିଦେଇ ତାଉ କରେ ଓ ଆପଣା କାର୍ଯ୍ୟ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ‘ବିନାଶପାଇଁ’ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ। Gade chapit la |