ଯିଶାଇୟ 54:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଆପଣା ତମ୍ଵୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ଵାଇ ଦିଅ ଓ କିଳାସବୁ ଦୃଢ଼ କର। Gade chapit laଓଡିଆ ବାଇବେଲ2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର। Gade chapit laପବିତ୍ର ବାଇବଲ2 “ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ। ବ୍ୟୟର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର। Gade chapit la |