ଯିଶାଇୟ 54:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି-ସ୍ଥାନ କରାଇବେ। Gade chapit laଓଡିଆ ବାଇବେଲ3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ। Gade chapit laପବିତ୍ର ବାଇବଲ3 କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”