ଯିଶାଇୟ 55:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତ-ଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ଵରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ। Gade chapit laଓଡିଆ ବାଇବେଲ12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ। Gade chapit laପବିତ୍ର ବାଇବଲ12 “ଏଣୁ ତୁମ୍ଭେମାନେ ଆନନ୍ଦର ସହିତ ବାହାରି ଶାନ୍ତିରେ ଆଗେ ଆଗେ ଯିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦେବେ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।