ଯିଶାଇୟ 55:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଦେଖ, ଯେଉଁ ଗୋଷ୍ଠୀକି ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ଵାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ଵିତ କରିଅଛନ୍ତି । Gade chapit laଓଡିଆ ବାଇବେଲ5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି। Gade chapit laପବିତ୍ର ବାଇବଲ5 ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ୱାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଅଛନ୍ତି। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”