ଯିଶାଇୟ 55:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ଵରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Gade chapit laଓଡିଆ ବାଇବେଲ7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। Gade chapit laପବିତ୍ର ବାଇବଲ7 ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।