Biblia Todo Logo
Bib sou entènèt

- Piblisite -




ଯିଶାଇୟ 56:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରତ୍ୟେକେ କହନ୍ତି, ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।

Gade chapit la Kopi

ଓଡିଆ ବାଇବେଲ

12 ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”

Gade chapit la Kopi

ପବିତ୍ର ବାଇବଲ

12 ପ୍ରତ୍ୟେକ କୁହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ସୁରାପାନରେ ମତ୍ତ ହେବା; ପୁନଶ୍ଚ ଆଜି ଯେପରି ହେବ କାଲି ମଧ୍ୟ ସେହିପରି ହେବ ଏବଂ ତାହା ଅପରିମିତ ମହାଦିନ ହେବ।”

Gade chapit la Kopi




ଯିଶାଇୟ 56:12
23 Referans Kwoze  

ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”


ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;


ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।


ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।


କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!


ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।


ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


Swiv nou:

Piblisite


Piblisite