ଯିଶାଇୟ 58:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର , ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? Gade chapit laଓଡିଆ ବାଇବେଲ5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ? Gade chapit laପବିତ୍ର ବାଇବଲ5 ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା'ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ? Gade chapit la |