ଯିଶାଇୟ 58:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? Gade chapit laପବିତ୍ର ବାଇବଲ (Re-edited) - (BSI)7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? Gade chapit laଓଡିଆ ବାଇବେଲ7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ? Gade chapit laପବିତ୍ର ବାଇବଲ7 ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?” Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।