ଯିଶାଇୟ 58:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ। Gade chapit laଓଡିଆ ବାଇବେଲ8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ। Gade chapit laପବିତ୍ର ବାଇବଲ8 ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ। ପୁଣି ତୁମ୍ଭର ‘ଧର୍ମ’ ତୁମ୍ଭର ସମ୍ମୁଖବର୍ତ୍ତୀ ହେବ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତ୍ବର୍ତ୍ତୀ ହେବ। Gade chapit la |