ଯିଶାଇୟ 59:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି। ଯିହି. ୭:୧୬ Gade chapit laଓଡିଆ ବାଇବେଲ11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି। Gade chapit laପବିତ୍ର ବାଇବଲ11 ଆମ୍ଭେମାନେ ନ୍ୟାୟ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶୟ ବିଳାପ କରୁ। ଆମ୍ଭେମାନେ ନ୍ୟାୟକୁ ଅପେକ୍ଷା କରୁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂରେଇ ଥାଏ। Gade chapit la |