ଯିଶାଇୟ 59:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ। Gade chapit laଓଡିଆ ବାଇବେଲ13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ। Gade chapit laପବିତ୍ର ବାଇବଲ13 ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା। ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ୟା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ। Gade chapit la |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’