ଯିଶାଇୟ 59:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ। Gade chapit laଓଡିଆ ବାଇବେଲ14 ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ। Gade chapit laପବିତ୍ର ବାଇବଲ14 ଏଣୁ ସୁବିଗ୍ଭର ପଛକୁ ହଟି ଯାଇଛି ଓ ଧର୍ମ ଦୂରରେ ଠିଆ ହୋଇଅଛି। ଛକ ସ୍ଥାନରେ ସତ୍ୟତାର ପତନ ଘଟିଛି ଓ ସରଳତା ନଗର ମଧ୍ୟକୁ ପ୍ରବେଶ କରିପାରୁ ନାହିଁ। Gade chapit la |