ଯିଶାଇୟ 59:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା। Gade chapit laଓଡିଆ ବାଇବେଲ16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା। Gade chapit laପବିତ୍ର ବାଇବଲ16 ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।