ଯିଶାଇୟ 59:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ଵାସରେ ଚାଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ। Gade chapit laଓଡିଆ ବାଇବେଲ19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ। Gade chapit laପବିତ୍ର ବାଇବଲ19 ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ। Gade chapit la |