ଯିଶାଇୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ଘୋଷଣାକାରୀର ରବରେ ଦ୍ଵାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା। Gade chapit laଓଡିଆ ବାଇବେଲ4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ4 ସେତେବେଳେ ଘୋଷଣାକାରୀଙ୍କ ଉଚ୍ଚରବରେ ଦ୍ୱାରବନ୍ଧ କମ୍ପିତ ହେଲା ଓ ପ୍ରଭୁଙ୍କ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। Gade chapit la |
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।