ଯିଶାଇୟ 60:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ । Gade chapit laଓଡିଆ ବାଇବେଲ10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ। Gade chapit laପବିତ୍ର ବାଇବଲ10 ଆଉ ମଧ୍ୟ ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସେବା କରିବେ। କାରଣ “ଆମ୍ଭେ ନିଜର କ୍ରୋଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହରେ ତୁମ୍ଭକୁ କରୁଣା କରିବୁ। Gade chapit la |